।। ଗନ୍ଧମାର୍ଦ୍ଧନ ପାର୍ବତ୍ୟାଞ୍ଚଳକୁ ମିଳିଲା ଓଡ଼ିଶାର ତୃତୀୟ ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା ।।

Mar 23, 2023 - 19:00
 0  6
।। ଗନ୍ଧମାର୍ଦ୍ଧନ ପାର୍ବତ୍ୟାଞ୍ଚଳକୁ ମିଳିଲା ଓଡ଼ିଶାର ତୃତୀୟ ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା  ।।

ଗନ୍ଧମାର୍ଦ୍ଧନ ପାର୍ବତ୍ୟାଞ୍ଚଳକୁ ମିଳିଲା ଓଡ଼ିଶାର ତୃତୀୟ ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା l ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଗନ୍ଧମାର୍ଦ୍ଧନ ପର୍ବତର ୧୯୦ ବର୍ଗ କିଲୋମିଟର ଅଞ୍ଚଳକୁ ଏହି ଜୈବବିବିଧତା ଐତିହ୍ୟସ୍ଥଳୀରେ ଅନ୍ତର୍ଭୁକ୍ତ କରାଯାଇଛି।ଏନେଇ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଆସିଲା ସୂଚନା l

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ