।। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ l।

May 5, 2023 - 16:32
 0  8
।। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ l।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ।ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ ଓଡ଼ିଶାରେ ପହଞ୍ଚିଛନ୍ତି । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରାଯାଇଛି ।ଆସନ୍ତାକାଲି ଶନିବାର କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନାସନାଲ କନଫରେନ୍ସ ଅନ ଡିଜିଟାଲାଜାଇସେନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସମ୍ମିଳନୀରେ ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବେ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ