।। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ହେଲା ଚାର୍ଜସିଟ୍ ଦାଖଲ l।

Apr 22, 2023 - 13:51
 0  107
।। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ହେଲା ଚାର୍ଜସିଟ୍ ଦାଖଲ l।

।। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ହେଲା ଚାର୍ଜସିଟ୍ ଦାଖଲ l। ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ lଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ହେଲା ଚାର୍ଜସିଟ୍ ଦାଖଲ lଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି lଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 1
Angry Angry 0
Sad Sad 0
Wow Wow 1
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ