ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ
କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି l ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ ପଣ୍ଡା, ରଞ୍ଜିତ କୁମାର ସାହୁ, ପ୍ରକାଶ ଚନ୍ଦ୍ର ନାୟକ, ଓ ନବ କିଶୋର ପାଣିଗ୍ରାହୀ ନିଜ ନିଜ ଦାୟିତ୍ଵ ଗ୍ରହଣ କରି ସମସ୍ତ ସଦସ୍ୟ ତଥା ଗ୍ରାମବାସୀଙ୍କ ସହଯୋଗରେ ମନ୍ଦିରର ରୀତିନୀତି ଓ ଉନ୍ନତି କରାଯିବ ବୋଲି ନିଜ ନିଜ ବକ୍ତବ୍ୟ ରେ ପ୍ରକାଶ କରିଛନ୍ତି ।
କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0