।। SI ଚାକିରି କେଳେଙ୍କାରୀ: ଆଉ ଜଣେଗିରଫ ।।

ଗିରଫ କଲା କ୍ରାଇମବ୍ରାଞ୍ଚ ବାରଙ୍ଗ ବିଦ୍ୟାଧରପୁରର ବିଶ୍ବରଞ୍ଜନ ବେହେରା ନାମକ ଅଭିଯୁକ୍ତ ଗିରଫ SI ଚାକିରି କେଳେଙ୍କାରୀରେ ବିଶ୍ବରଞ୍ଜନର ସକ୍ରିୟ ଭୂମିକା ଥିଲା ସିଣ୍ଡିକେଟ୍ ମୁଖ୍ୟଙ୍କ ନିର୍ଦ୍ଦେଶରେ ଆଶାୟୀଙ୍କ ସହ ଯୋଗାଯୋଗ କରୁଥିଲା ବିଶ୍ୱରଞ୍ଜନ ଆଶାୟୀଙ୍କ ଠାରୁ ଅରିଜିନାଲ୍ ସାର୍ଟିଫିକେଟ୍, ବ୍ଲାଙ୍କ ଚେକ୍ ମଧ୍ୟ ନେଉଥିଲା ପ୍ରଶ୍ନପତ୍ର ଯୋଗାଇବ କହି ଆଶାୟୀଙ୍କଠାରୁ ଡକ୍ୟୁମେଣ୍ଟ ନେଉଥିଲା ଆଶାୟୀଙ୍କଠାରୁ ଡକ୍ୟୁମେଣ୍ଟ ନେଇ ସିଣ୍ଡିକେଟ୍ ମୁଖ୍ୟଙ୍କୁ ଦେଉଥିଲା ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିଲେ
What's Your Reaction?






