ଉମରକୋଟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sep 15, 2025 - 19:56
 0  10
ଉମରକୋଟ ଠାରେ  ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୫.୦୯.୨୦୨୫ ରିଖ: ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୩ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ