ନବରଙ୍ଗପୁରଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sep 1, 2025 - 18:01
 0  17
ନବରଙ୍ଗପୁରଠାରେ  ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୧.୦୯.୨୦୨୫ ରିଖ: ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୫୮ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୫୧ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ