।। ବିଶ୍ଵ ପରିବେଶ ଦିବସରେ ଅମୃତ ସରୋବର ପରିସରରେ ବୃକ୍ଷରୋପଣ ।।
ବରୀବିଶ୍ଵ ପରିବେଶ ଦିବସ ଅବସରରେ ବରୀବ୍ଲକ ଅନ୍ତର୍ଗତ ଧାରପୁର ପଞ୍ଚାୟତର ନାଥପୁରଠାରେ ଥିବା ଅମୃତ ସରୋବର ପରିସରରେ ବ୍ରୁକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେlଇଯାଇଛି। ବରୀ ବ୍ଲକ ପ୍ରଶାସନ ଓ ଧାରପୁର ଗ୍ରାମ ପଞ୍ଚାୟତର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ପଞ୍ଚାନନ ମଲ୍ଲିକ, ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସ୍ଥାନୀୟ ସରପଞ୍ଚ କୁନା ମଲିକ, ସମିତି ସଭ୍ୟ ଶ୍ରୀଧର ସେଠି ଅନ୍ୟତମ ଅତିଥି ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଲକ୍ଷ୍ମୀକାନ୍ତ ମହାରଣା,
ବରୀ ପ୍ରତିନିଧି ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡ଼ିଶା
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0