।। ଭାରତ ମହାସାଗରରେ ବୁଡ଼ିଗଲା ଚୀନ ଜାହାଜ, ଲୋକଙ୍କ ଉଦ୍ଧାର ପାଇଁ ପହଞ୍ଚିଲା ଭାରତୀୟ ନୌସେନା ।।

May 18, 2023 - 20:19
 0  95
।। ଭାରତ ମହାସାଗରରେ ବୁଡ଼ିଗଲା ଚୀନ ଜାହାଜ, ଲୋକଙ୍କ ଉଦ୍ଧାର ପାଇଁ ପହଞ୍ଚିଲା ଭାରତୀୟ ନୌସେନା ।।

ଭାରତ ମହାସାଗରରେ ବୁଡ଼ିଗଲା ଚୀନ ଜାହାଜ, ଲୋକଙ୍କ ଉଦ୍ଧାର ପାଇଁ ପହଞ୍ଚିଲା ଭାରତୀୟ ନୌସେନା ନୂଆଦିଲ୍ଲୀ : ଭାରତ ଓ ଚୀନ ମଧ୍ୟରେ ଭଲ ସମ୍ପର୍କ ନଥିଲେ ବି ଚୀନ ନୌସେନାର ସହାୟତା ନିବେଦନକୁ ଗ୍ରହଣ କରି ନିଜର ବିଶାଳ ହୃଦୟ ଦେଖାଇଛି ଭାରତୀୟ ନୌସେନା ।ଭାରତ ମହାସାଗରରେ ବୁଡ଼ିଯାଇଥିବା ଏକ ଚୀନ ଜାହାଜରୁ ୩୯ ଜଣଙ୍କୁ ଉଦ୍ଧାର କରି ଭାରତୀୟ ନୌସେନା ଶତ୍ରୁଠାରୁ ମଧ୍ୟ ପ୍ରସଂଶା ପାଇବାରେ ଲାଗିଛି ।

 ବ୍ୟୁର ରିପୋର୍ଟ କୋରାପୁଟ ପ୍ରଥମ ଖବର

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ