।। ମୋ ବସ୍ରେ ଯାତ୍ରୀଙ୍କ ଠାରୁ ୫୦ ହଜାର ଚୋରି ।।
ଭୁବନେଶ୍ୱର: ମୋ ବସ୍ରେ ଯାତ୍ରୀଙ୍କ ଠାରୁ ୫୦ ହଜାର ଚୋରି, ୧୮ନଂ ରୁଟ୍ର ଜଗତପୁର-ବରମୁଣ୍ଡା ଯାଉଥିବା ବସ୍ରେ ଚୋରି, ନବ ବିବାହିତ ଝିଅ ପାଇଁ ଶାଢ଼ୀ କିଣିବାକୁ ଆସିଥିବା ବେଳେ ହୋଇଛି ଚୋରି, ଚନ୍ଦ୍ରଶେଖରପୁର ଥାନାରେ ଏନେଇ ଅଭିଯୋଗ କଲେ ପରିବାର ଲୋକେ ।
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0