ରୋଗୀ କଲ୍ୟାଣ ସମିତି ସଭା

Jul 16, 2025 - 19:28
 0  9
ରୋଗୀ କଲ୍ୟାଣ ସମିତି ସଭା

ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଙ୍କ କାର୍ଯ୍ୟାଳୟ ଠାରେ ଦକ୍ଷିଣାଞ୍ଚଳ କମିଶନର ଶ୍ରୀମତୀ ରୋପା ରୋଶନ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ ରେ ବ୍ରହ୍ମପୁର ସାଂସଦ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ,ବ୍ରହ୍ମପୁର ବିଧାୟକ ଶ୍ରୀ କେ ଅନିଲ କୁମାର,ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,ବ୍ରହ୍ମପୁର ଏସ ପି ଶ୍ରବଣା ବିବେକ ଏମ ଙ୍କ ସମେତ ଏମ କେ ସି ଜି ହସ୍ପିଟାଲ ର ସମସ୍ତ କତୃପକ୍ଷ ଓ ଅନ୍ୟାନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ