।। ସେପ୍ଟେମ୍ବର ୧୭ରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା ।।

Jun 30, 2024 - 10:41
 0  25
।। ସେପ୍ଟେମ୍ବର ୧୭ରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା ।।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଟଙ୍କା ରିଲିଜ ହେବ lଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା lପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ lସଭାରେ ୫ ଲକ୍ଷ ମହିଳାଙ୍କ ଉପସ୍ଥିତିରେ ଯୋଜନାର ଶୁଭାରମ୍ଭ ହେବ l

                           ଫାଷ୍ଟ ନ୍ୟୁଜ ଓଡ଼ିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ